Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ  ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ  ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୮୨୯ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଭୁବନେଶ୍ବରରୁ 63 ବର୍ଷୀୟ ଆକ୍ରାନ୍ତ ରହିଥିବାବେଳେ ଜଗତସିଂହପୁରରୁ 71 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାରୁ 61 ବର୍ଷୀୟ ପୁରୁଷ ଓ ପୁରୀରୁ 60 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Latest News

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.