Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମଏସ୍‌ପି ଚାଲିଛି, ଆଗକୁ ଚାଲୁ ରହିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଏମଏସ୍‌ପି ଚାଲିଛି, ଆଗକୁ ଚାଲୁ ରହିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

December 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନୂତନ କୃଷିବିଲ୍‌କୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଥିବାବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶ କୃଷକ କଲ୍ୟାଣ କାର୍ଯ୍ୟକ୍ରମରେ ଉଦ୍‌ବୋଧନ କରିଛନ୍ତି । ଏହି ଅବସରରେ କଂଗ୍ରେସକୁ ମଧ୍ୟ ଟାର୍ଗେଟ୍‌ କରିଛନ୍ତି ମୋଦି । ମୋଦି କହିଛନ୍ତି ଯେ, ଚାଷୀଙ୍କ ପାଇଁ ଆସିଥିବା ଆଇନ୍‌, ପ୍ରଥମେ ସେମାନେ ଚେଷ୍ଟା କରିଥିଲେ । ସେମାନେ ଘୋଷଣାପତ୍ରରେ ଏସମସ୍ତବିଷୟରେ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ସେହି ସମାନ ବ୍ୟବସ୍ଥା କରାଯିବାରୁ ମୋଦିକୁ ଟାର୍ଗେଟ କରୁଛନ୍ତି । କେବଳ ସେମାନଙ୍କ ହାତରୁ କ୍ରେଡିଟ୍‌ ଚାଲିଯିବା ଭୟରେ ଟାର୍ଗେଟ୍‌ କରୁଛନ୍ତି ବୋଲି ମୋଦି କହିଛନ୍ତି ।

ସବୁ କ୍ରେଡିଟ୍‌ ସେମାନେ ନିଅନ୍ତୁ, ମୁଁ ଚାଷୀଙ୍କ ପାଇଁ କାମ କରୁଛି ବୋଲି କହିଛନ୍ତି ମୋଦି । ଚାଷୀଙ୍କ ପାଇଁ ସେମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ରାଜନୈତିକ ସ୍ବାର୍ଥ ସାଧନ ପାଇଁ ସେମାନେ ଚାଷୀଙ୍କୁ ବ୍ୟବହାର କରୁଛନ୍ତି ବୋଲଇ କହିଛନ୍ତି ମୋଦି । ସେହିପରି ମଣ୍ଡି ଓ ଏମ୍‌ଏସ୍‌ପିକୁ ନେଇ କୌଣସି ଦ୍ବନ୍ଦ୍ବ ନାହିଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଇନ୍‌ ପୂର୍ବରୁ ମଣ୍ଡି ଚାଲିଥିଲା, ଏବେବି ମଣ୍ଡି ଚାଲିଛି। ଆଇନ୍‌ ପୂର୍ବରୁ ଏମ୍‌ଏସ୍‌ପି ଚାଲିଥିଲା ଏବେବି ଏମ୍‌ଏସ୍‌ପି ଚାଲିଛି ବୋଲି କହିଛନ୍ତି ମୋଦି । ସେହିପରି ଏମ୍‌ଏସ୍‌ପି ଚାଲୁଛି ଓ ଆଗକୁ ଚାଲୁ ରହିବ ବୋଲି କହିଛନ୍ତି ମୋଦି । ସରକାର ସବୁ ଶସ୍ୟ ଉପରେ ଏମ୍‌ଏସ୍‌ପି ବୃଦ୍ଧି କରିଛନ୍ତି । ଚାଷୀଙ୍କ ଅଯଥାରେ ବିଭ୍ରାନ୍ତ କରାଯାଉଛି । ବଡ ଷଡଯନ୍ତ୍ର ଚାଲିଛି ବୋଲି କହିଛନ୍ତି ମୋଦି ।

ଏମ୍‌ଏସ୍‌ପି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026
Latest News

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.