Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ବିଗତ 24 ଘଣ୍ଟାରେ 25 ହଜାର 152 ଆକ୍ରାନ୍ତ ଚିହ୍ନଟ, 347 ମୃତ
ଆଜିର ଖବର

କରୋନା ଅପଡେଟ: ବିଗତ 24 ଘଣ୍ଟାରେ 25 ହଜାର 152 ଆକ୍ରାନ୍ତ ଚିହ୍ନଟ, 347 ମୃତ

December 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଥିବା ବେଳେ ଏହା ମଧ୍ୟରେ ୧ କୋଟି ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୭ ଜଣଙ୍କର ମୃତ୍ୟୁ ଘଟିଛି । ୨୫୧୫୨ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ହଜାର ୫୯୯ରେ ପହଞ୍ଚିଛି । ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୧୩୬ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୮୮୫ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୫ ଲକ୍ଷ ୫୦ ହଜାର ୭୧୨ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୫୦୮୦ ହ୍ରାସ ଘଟି ୩ ଲକ୍ଷ ୮ ହଜାର ୭୫୧ରେ ପହଞ୍ଚିଛି । କେରଳରେ ବିଗତ ୨୪ ଘଣ୍ଟା ମଧ୍ୟରେ ୫୪୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗରୁ ୨୨୩୯ ଏବଂ ମହାରାଷ୍ଟ୍ରରୁ ୧୯୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୭୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଏହା ବ୍ୟତୀତ ପଶ୍ଚିମବଙ୍ଗରୁ ୪୨ ଏବଂ ଦିଲ୍ଲୀରୁ ୩୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ବିଶ୍ୱରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୫୬ ଲକ୍ଷ ୫୨୮ ହଜାର ୭୪୫ରେ ପହଞ୍ଚିଛି । ୪ କୋଟି ୨୬ ଲକ୍ଷ ୬୦ ହଜାର ୬୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୧୭ ହଜାର ୭୨୨ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ଏହି ସମୟରେ ୧୬ ଲକ୍ଷ ୭୪୧ ହଜାର ୪୦୭ରେ ପହଞ୍ଚିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026
Latest News

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.