Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»23 ବିଦ୍ରୋହୀ ନେତାଙ୍କ ସହ ସୋନିଆଙ୍କ ରୁଦ୍ଧ ଦ୍ବାର ବୈଠକ : ଜାଣନ୍ତୁ କ’ଣ ହେଲା ଆଲୋଚନା
ଆଜିର ଖବର

23 ବିଦ୍ରୋହୀ ନେତାଙ୍କ ସହ ସୋନିଆଙ୍କ ରୁଦ୍ଧ ଦ୍ବାର ବୈଠକ : ଜାଣନ୍ତୁ କ’ଣ ହେଲା ଆଲୋଚନା

December 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସୋନିଆ ଗାନ୍ଧୀ ଆଜି 23 ଜଣ ବିଦ୍ରୋହୀ ନେତାଙ୍କୁ ଭେଟିଛନ୍ତି । ଚାରି ମାସ ପୂର୍ବରୁ ଦଳର ସଭାପତି ପରିବର୍ତ୍ତନ ପାଇଁ ଏହି ନେତା ମାନେ ସୋନିଆଙ୍କୁ ଚିଠି ଲେଖିଥିଲେ । 23 ନେତାଙ୍କ ସହିତ ବୈଠକ ପରେ ଆଗାମୀ 10ଦିନ ମଧ୍ୟରେ ନୂତନ ସଭାପତି ଚୟନ କରାଯିବ ବୋଲି ସୋନିଆ ସୂଚନା ଦେଇଛନ୍ତି । ଏହ ବୈଠକରେ ସୋନିଆଙ୍କ ବ୍ୟତୀତ ରାହୁଲ୍‌ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଅଶୋକ ଗେହେଲଟ୍‌, ଆନନ୍ଦ ଶର୍ମା, ବିଏସ୍‌ହୁଡ୍ଡା, ଅମ୍ବିକା ସୋନି ଏବଂ ପି. ଚିଦାରମ୍ବର ପ୍ରମୁଖ ଉପସ୍ଥିତ ଥିଲେ ।

ଦଳର ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା ହେବା ସହିତ ବର୍ତ୍ତମାନ ପରସ୍ଥିତିରେ ଦଳ କିଭଳି ମୁକାବିଲା କରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା ବୋଲି କଂଗ୍ରେସ ନେତା ପୃଥ୍ୱୀରାଜ ଚଭନ ପ୍ରକାଶ କରିଛନ୍ତି । ଆସନ୍ତା 10 ଦିନ ମଧ୍ୟରେ କଂଗ୍ରେସର ନୂତନ ସଭାପତି ଚୟନ କରାଯିବ ବୋଲି ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, 99 ପ୍ରତିଶତ କଂଗ୍ରେସ କର୍ମୀ ରାହୁଲ ଗାନ୍ଧିଙ୍କୁ କଂଗ୍ରେସର ସଭାପତି ଭାବରେ ଦେଖିବାକୁ ଚାହୁଁଛନ୍ତି ବୋଲି ମୁଖପାତ୍ର ରଣଦୀପ ସୁର୍ଜେୱାଲା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ, 2021 ମସିହାରେ ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଓ ପୁଡୁଚେରୀ ବିଧାନସଭା ଅନୁଷ୍ଠିତ ହେବ । ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ନିଜ ନିଜ ପ୍ରସ୍ତୁତିରେ ଲାଗିପଡିଲେଣି । କଂଗ୍ରେସ ମଧ୍ୟ ଏହି ସମସ୍ତ ନିର୍ବାଚନକୁ ଆଖି ଆଗରେ ରଖି  ନିଜ ଦଳର ସାଙ୍ଗଠନିକ ସ୍ଥିତି ଦୃଢ କରିବାରେ ତତ୍ପରତା ପ୍ରକାଶ କରିଛି ।

Congress soniagandhi
Share. Facebook Twitter LinkedIn Email WhatsApp Copy Link

Related Posts

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026
Latest News

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.