Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ : ବିଗତ 24 ଘଣ୍ଟାରେ 26 ହଜାର 624 ଆକ୍ରାନ୍ତ ଚିହ୍ନଟ, 341 ମୃତ
ଆଜିର ଖବର

କରୋନା ଅପଡେଟ : ବିଗତ 24 ଘଣ୍ଟାରେ 26 ହଜାର 624 ଆକ୍ରାନ୍ତ ଚିହ୍ନଟ, 341 ମୃତ

December 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୬୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୧ ଜଣଙ୍କର ମୃତ୍ୟୁ ଘଟିଛି । ୨୬ ହଜାର ୬୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୧ ହଜାରରେ ପହଞ୍ଚିଛି । ସେହିପରି ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୬୯୦ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୫ ଲକ୍ଷ ୮୦ ହଜାରରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟି ୩ ଲକ୍ଷ ୫ ହଜାର ୭୫୧ରେ ପହଞ୍ଚିଛି । ମହାରାଷ୍ଟ୍ର, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ  ଓ କେରଳରେ ସର୍ବାଧିକ ଆ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ 23 ଦିନ ଧରି କରୋନା ନୂତନ ଆକ୍ରାନ୍ତଙ୍କଠାରୁ ଅଧିକ ସୁସ୍ଥ ହେଉଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026

ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

March 28, 2026
Latest News

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026

ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.