Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 6 ମାସ ଯାଏଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କଲା ଏହି ରାଜ୍ୟ
ଆଜିର ଖବର

ଆସନ୍ତା 6 ମାସ ଯାଏଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କଲା ଏହି ରାଜ୍ୟ

December 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି । ମହାରାଷ୍ଟ୍ରରେ ମଧ୍ୟ ପୂର୍ବଠାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି । ତଥାପି ଶୀତ ବଢ଼ୁଥିବାରୁ କରୋନା ସଂକ୍ରମଣ ଅଧିକ ହେବାର ଆଶଙ୍କା ମଧ୍ୟ ରହିଛି। ଏହାକୁ ନଜରରେ ରଖି ମହାରାଷ୍ଟ୍ର ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଆସନ୍ତା 6 ମାସ ପର୍ଯ୍ୟନ୍ତ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ  ।

ରାଜ୍ୟରେ ପୁନଃ ଲକ୍‌ଡାଉନ୍‌ କିମ୍ବା ରାତ୍ରିକାଳନୀ କର୍ଫ୍ୟୁ ଲାଗୁ କରିବା ସପକ୍ଷରେ ସରକାର ନାହାନ୍ତି । ଯଦିଓ ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ଅଛି ତଥାପି ଏହା ନିୟନ୍ତ୍ରଣ ଭିତରେ ରହିଛି ।

ରବିବାର ଦିନ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଉଦ୍ଧବ ଠାକ୍‌ରେ କହିଛନ୍ତି ଯେ, ରାଜ୍ୟରେ ଆଗାମୀ ଛଅ ମାସ ପର୍ଯ୍ୟନ୍ତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ବର୍ତ୍ତମାନ ସ୍ଥିତିରେ ସତର୍କ ରହିବା ହିଁ ବଡ଼ ଚିକିତ୍ସା। ଅତିକମରେ ଆଗାମୀ 6ମାସ ପାଇଁ ସାର୍ବଜନୀନ ସ୍ଥାନରେ ସମସ୍ତେ ମାସ୍କ ପିନ୍ଧିବା ଅଭ୍ୟାସ ଜାରି ରଖିବା ଉଚିତ୍‌ ବୋଲି କହିଛନ୍ତି ଠାକ୍‌ରେ ।

ସୂଚନାଯୋଗ୍ୟ, ଶନିବାର ଦିନ ରାଜ୍ୟରେ 3 ହଜାର 940 ମାମଲା ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଗତ 24 ଘଣ୍‌ଟାରେ 74ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସର୍ବମୋଟ ମୃତ୍ୟୁ ସଂଖ୍ୟା 48 ହଜାର 648ରେ ପହଞ୍ଚିଛି ।

maharastra mask
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.