Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଦାରେ ପରୀ: ନୂଆବର୍ଷରୁ ଆରମ୍ଭ ହେବ ଶୁଟିଂ
ଆଜିର ଖବର

ପରଦାରେ ପରୀ: ନୂଆବର୍ଷରୁ ଆରମ୍ଭ ହେବ ଶୁଟିଂ

December 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ନୟାଗଡର ପରୀ ହତ୍ୟା ମାମଲା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ଏବେ ଏହି ପ୍ରସଙ୍ଗକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ପରୀ। ଆଜି ଲିଙ୍ଗରାଜ ମନ୍ଦିରଠାରେ ଏହି ଫିଲ୍ମର ଶୁଭ ମହୁରତ୍‌ ଅନୁଷ୍ଠିତ ହୋଇଛି ।

ଅଭିନେତା ମିଟୁ ମିଥୁନଙ୍କ ପରିକଳ୍ପନା ଓ ନିର୍ଦ୍ଦେଶିତ ଏହି ଫିଲ୍ମରେ ରାଇମୋହନ ପରିଡା, ମୁନା ମୋଦି, ହାପି, ପ୍ରକାଶ, ପ୍ରଶାନ୍ତ ଓ ‘ପରୀ ‘ ଭୂମିକାରେ ଟୁମୀ ଅନନ୍ୟା ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ସ୍ବର ସଂଯୋଜନା କରିଛନ୍ତି ପ୍ରେମ ଆନନ୍ଦ । ଜାନୁଆରୀ ପ୍ରଥମ ସପ୍ତାହରୁ ଏହାର ଶୁଟିଂ ଆରମ୍ଭ ହେବ ବୋଲି ସୂଚନା ରହିଛି ।

ପରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ୟ ପରିବହନ କ୍ଷେତ୍ରରେ ପୁଣି ଦେଶର ଏକ ନମ୍ବର ହେଲା ପୂର୍ବ ତଟ ରେଳପଥ

April 1, 2026

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026
Latest News

ପଣ୍ୟ ପରିବହନ କ୍ଷେତ୍ରରେ ପୁଣି ଦେଶର ଏକ ନମ୍ବର ହେଲା ପୂର୍ବ ତଟ ରେଳପଥ

April 1, 2026

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

April 1, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.