Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ

December 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୯, ସୁନ୍ଦରଗଡରୁ ୩୬,  ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ବରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡ଼ାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗିରିରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡ଼ାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩ କୁ ବୃଦ୍ଧି ହୋଇଛି। ତେବେ ୨୬୯୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

recovered ଓଡିଶା କରୋନା ଅପଡେଟ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମ ପଞ୍ଚାୟତର ସଶକ୍ତୀକରଣ ପାଇଁ ଓଡ଼ିଶାକୁ ୧୦୯ କୋଟି ଅନୁଦାନ

July 29, 2026

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026
Latest News

ଗ୍ରାମ ପଞ୍ଚାୟତର ସଶକ୍ତୀକରଣ ପାଇଁ ଓଡ଼ିଶାକୁ ୧୦୯ କୋଟି ଅନୁଦାନ

July 29, 2026

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.