Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ବିଗତ ୨୪ ଘଣ୍ଟାରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ, ୩୩୩ ମୃତ
ଆଜିର ଖବର

କରୋନା ଅପଡେଟ: ବିଗତ ୨୪ ଘଣ୍ଟାରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ, ୩୩୩ ମୃତ

December 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ହଜାର ୩୩୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୫ ହଜାର ୫୬୦ରେ ପହଞ୍ଚିଛି। ସେହିପରି ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୮୧୦ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୭୦୯ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୬ ଲକ୍ଷ ୬ ହଜାର ୧୧୧ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟି ୩ ଲକ୍ଷ ୩ ହଜାର ୬୩୯ରେ ପହଞ୍ଚିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.