Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ  ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ  ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଙ୍କର ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ସୁନ୍ଦରଗଡର ୪୩ ବର୍ଷୀୟ ପୁରୁଷ ଓ ୪୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡି ରୁ ୨୦ ବର୍ଷୀୟା ଯୁବତୀଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026
Latest News

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.