Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋଲିବ ଶ୍ରୀମନ୍ଦିର : ସକାଳ ସାଢେ ସାତରୁ ଦର୍ଶନ
ଆଜିର ଖବର

ଖୋଲିବ ଶ୍ରୀମନ୍ଦିର : ସକାଳ ସାଢେ ସାତରୁ ଦର୍ଶନ

December 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କରୋନା ପାଇଁ ଦୀର୍ଘ 10 ମାସ ହେବ ବନ୍ଦ ରହିଥିବା ଶ୍ରୀମନ୍ଦିର ପୁଣି ଥରେ ଭକ୍ତଙ୍କ ପାଇଁ ଖୋଲିବ । ଆସନ୍ତା 23 ତାରିଖରୁ ଖୋଲିବ ପୁରୀ ଶ୍ରୀ ମନ୍ଦିର । ପ୍ରଥମ ତିନି ଦିନ ଅର୍ଥାତ୍‌ 23ରୁ 25 ତାରିଖ ପର୍ଯ୍ୟନ୍ତ ସେବାୟତ ପରିବାର ଦର୍ଶନ କରିବେ। ଏହାପରେ  26ରୁ 31 ତାରିଖ ପର୍ଯ୍ୟନ୍ତ ପୁରୀ ସହରବାସୀଙ୍କୁ ଦର୍ଶନ ସୁଯୋଗ ମିଳିବ । ସହରବାସୀଙ୍କୁ ଦର୍ଶନ ପାଇଁ ୱାର୍ଡୱାରୀ ବ୍ୟବସ୍ଥା କରାଯିବ । ଲୋକସଂଖ୍ୟା ଦେଖି କେଉଁଦିନ କେଉଁ ୱାର୍ଡ ନିର୍ଦ୍ଧାରଣ ହେବ । ଯେଉଁ ୱାର୍ଡ ଯେଉଁଦିନ ଦର୍ଶନ କରିବେ, ସେମାନଙ୍କୁ ଟୋକନ ମିଳିବ । ଦୈନିକ ଚାରି ଘଣ୍ଟା ଦର୍ଶନ ପାଇଁ ସୁଯୋଗ ଦିଆଯିବ ବୋଲି ସୂଚନା ଦେଇ କହିଛନ୍ତି ଜିଲ୍ଲାପାଳ । ଆଧାର କାର୍ଡ ଏବଂ ଟୋକନ ଦେଖାଇଲା ପରେ ପ୍ରବେଶ ପାଇଁ ଅନୁମତି ଦିଆଯିବ । ତିନି ତାରିଖ ଠାରୁ ସାଧାରଣ ଦର୍ଶାନାର୍ଥୀଙ୍କୁ ଅନୁମତି ମିଳିବ । ସକାଳ ସାଢେ 7ଟାରୁ ରାତି ପହୁଡ ଯାଏ ଦର୍ଶନ ସୁଯୋଗ ମିଳିବ । ସେହିପରି ଦର୍ଶନାର୍ଥୀ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି ।

ଦର୍ଶନ ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.