Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୪ ଜଣ ଚିହ୍ନଟ ହୋଇଥିବାବେଳେ ୧୩୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ହଜାର ୯୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୧ହଜାର ୯୫୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୩ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୩୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୧୯ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୨ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୫ ଜଣ,  ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲା ରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ ଜଣ, କଟକରୁ ୧୦ଜଣ, ଦେଓଗଡ ଜିଲ୍ଲାରୁ ୨ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୩ଜଣ,  ଗଞ୍ଜାମରୁ ୬ଜଣ, ଜଗତସିଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲା ରୁ ୪ ଜଣ,  ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨୪ଜଣ,  ରାୟଗଡା ଜିଲ୍ଲାରୁ ୧ଜଣ,  ସମ୍ବଲପୁର ଜିଲ୍ଲାରୁ ୧୯ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026
Latest News

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.