Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୨୪ରେ ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଡିସେମ୍ବର ୨୪ରେ ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

December 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିସେମ୍ବର ୨୪ରେ ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଡିସେମ୍ବର ୨୪, ୨୦୨୦ ଦିନ ୧୧ଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟ, ଶାନ୍ତିନିକେତନର ଶତବାର୍ଷିକୀ ସମାରୋହକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିବେ । ପଶ୍ଚିମବଙ୍ଗ ରାଜ୍ୟପାଳ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ରହିବେ ।

ବିଶ୍ୱ-ଭାରତୀ ବିଷୟରେ

୧୯୨୧ ମସିହାରେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ-ଭାରତୀ ଦେଶର ସର୍ବ ପୁରାତନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ । ୧୯୫୧ ମସିହା ମେ ମାସରେ ବିଶ୍ୱ-ଭାରତୀକୁ ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ସଂସଦର ଏକ ଅଧିନିୟମ ଦ୍ଵାରା “ଜାତୀୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ” ଭାବେ ଘୋଷଣା କରାଯାଇଥିଲା । ଗୁରୁଦେବ ଟାଗୋରଙ୍କ ଦ୍ଵାରା ପ୍ରସ୍ତୁତ ଶିକ୍ଷାନୀତିକୁ ଏହି ବିଶ୍ୱବିଦ୍ୟାଳୟ ଅନୁସରଣ କରିଥିଲା, ଯଦିଓ ଧୀରେ ଧୀରେ ଏହା ସେହି ଢାଞ୍ଚାରେ ବିକଶିତ ହୋଇଥିଲା ଯେଭଳି ଆଧୁନିକ ବିଶ୍ୱବିଦ୍ୟାଳୟଗୁଡ଼ିକ ଅନ୍ୟତ୍ର ବିକଶିତ ହୋଇଥିଲେ । ପ୍ରଧାନମନ୍ତ୍ରୀ ହେଉଛନ୍ତି ବିଶ୍ୱବିଦ୍ୟାଳୟର କୁଳପତି ।

ପଶ୍ଚିମବଙ୍ଗ ରାଜ୍ୟପାଳ ଶାନ୍ତିନିକେତନ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.