Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାମକୁ ବଦଳାଇ ନୂତନ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାମକୁ ବଦଳାଇ ନୂତନ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

December 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରୀର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।

ସୂଚନାଯୋଗ୍ୟ ଯେ ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି ଏବଂ ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.