Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ଧାନମଣ୍ଡି ଉଦଘାଟନ କଲେ ଜିଲ୍ଲାପାଳ ସନତ କୁମାର ମହାନ୍ତି
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ଧାନମଣ୍ଡି ଉଦଘାଟନ କଲେ ଜିଲ୍ଲାପାଳ ସନତ କୁମାର ମହାନ୍ତି

December 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଜି ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ଧାନମଣ୍ଡିକୁ ଉଦଘାଟନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଟାଙ୍ଗୀ ବ୍ଲକ ଅଧିନସ୍ଥ ବଡପୋଖରୀଆ ସେବା ସମବାୟ ସମିତି ଲିଃ ମାଧ୍ୟମରେ ଚାଷୀ ମାନଙ୍କ ଠାରୁ ଧାନ କିଣା ଆରମ୍ଭ ହୋଇଯାଇଛି।

ଜିଲ୍ଲାରେ ଆଜି ପ୍ରତି ବ୍ଲକ ଅଧିନରେ ସେବାସମବାୟ ସମିତିର ଧାନ କିଣା ଆରମ୍ଭ ହୋଇଛି। ଜିଲ୍ଲାରେ ଧାନ ଚାଷୀମାନଙ୍କ ଠାରୁ ଧାନ କ୍ରୟ କରିବା ପାଇଁ ୧୪ ଲକ୍ଷ କ୍ୟୁଣ୍ଟାଲ ଧାନ ଲକ୍ଷ ଧାର୍ଯ୍ୟ କରାଯାଇଛି। ପ୍ରତି ମଣ୍ଡିରେ କିଭଳି ସୁଚାରୁରୂପେ ଧାନ ସଂଗ୍ରହ କରାଯାଇ ପାରିବ ଏବଂ ଚାଷୀ ମାନେ ଟୋକେନ ପାଇ ଠିକରେ ଧାନ ଦେଇ ପାରିବେ ସେଥିପାଇଁ ପ୍ରତି ବ୍ଲକରେ ଚାଷୀ କମିଟି କରି ଧାନ କିଣିବା ପାଇଁ ସୁଚାରୁରୂପେ ବ୍ୟବସ୍ଥା ହୋଇଥିବା କହିଛନ୍ତି ଜିଲା ଯୋଗାଣ ଅଧିକାରୀ। ଟାଙ୍ଗୀ ବ୍ଲକରେ ମୋଟ ୧୪ ଟି ସେବା ସମବାୟ ସମିତି ମାଧ୍ୟ୍ୟମରେ ଚାଷୀ ମାନଙ୍କ ଠାରୁ ଧାନ କ୍ରୟ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି।

ଉଦଘାଟନ ଖୋର୍ଦ୍ଧା ଜିଲ୍ଲା ଜିଲ୍ଲାପାଳ ଧାନମଣ୍ଡି ସନତ କୁମାର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ସହ ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ

April 19, 2026

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026
Latest News

ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ସହ ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ

April 19, 2026

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.