Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଛାତ୍ରନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ
ଆଜିର ଖବର

ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଛାତ୍ରନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

December 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଛାତ୍ର ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ବିଜେଡି ସୁପ୍ରିମୋ ଛାତ୍ର ନେତାମାନଙ୍କୁ ୩ ଟି ମନ୍ତ୍ର ଦେଇଛନ୍ତି। ନିଜ ଭିତରେ ଥିବା ପ୍ରତିଭାର ବିକାଶ କରିବା, ବାପା ମାଙ୍କ ପ୍ରତି ଦାଇତ୍ୱ ପ୍ରତି ଧ୍ୟାନ ଦେବା ଏବଂ ସମାଜର ଉନ୍ନତି ଆଉ ମଙ୍ଗଳ ପାଇଁ କାମ କରିବା ପାଇଁ ଛତ୍ର ନେତାଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ଯୋଗେ ସମ୍ବୋଧିତ କରି ଏହି ମନ୍ତ୍ର ଦେଇଛନ୍ତି।

ସେ ଛାତ୍ରମାନଙ୍କୁ ସାରଥୀ ବୋଲି କହି ଅବିହିତ କରିଛନ୍ତି। ସରକାରଙ୍କ ସବୁ କଥାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ୱାନ ଦେଇଛନ୍ତି।

ସେହିପରି ଏହି କାର୍ଯ୍ୟକାରିଣୀକୁ ସମ୍ବୋଧନ କରି ଦଳର ସାଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନୀତି ଆଦର୍ଶରେ ଲୋକଙ୍କ ପାଇଁ ଯେଭଳି କାମ କରୁଛନ୍ତି ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୁଅ। ଏହା ସହିତ ଦୁର୍ନୀତି ବିରୋଧରେ ଲଢେଇ କର ଏବଂ ଦୁର୍ନୀତି ମୁକ୍ତ ଓଡିଶା ଗଢିବାରେ ପ୍ରାୟାସ କର ବୋଲି ସେ ଛାତ୍ର ନେତାମାନଙ୍କୁ କହିଛନ୍ତି।

ଏହି ବୈଠକରେ ଛାତ୍ର ଜନତା ଦଳର ସଭାପତି, କାର୍ଯ୍ୟକାରୀ ସଭାପତି, ବିଭିନ୍ନ ଜିଲ୍ଲା ସଭାପତି ପ୍ରମୁଖ କାର୍ଯ୍ୟକର୍ତ୍ତାମାନେ ସାମିଲ ହୋଇଛନ୍ତି।

ବିଜୁ ଛାତ୍ର ଜନତା ଦଳ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.