Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ବିମାନ ବନ୍ଦର ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ମାର୍ଗଦର୍ଶିକା ଜାରି
ଆଜିର ଖବର

ଭୁବନେଶ୍ବର ବିମାନ ବନ୍ଦର ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ମାର୍ଗଦର୍ଶିକା ଜାରି

December 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବ୍ରିଟେନରେ କରୋନା ମହାମାରୀ ନୂଆ ରୂପ ନେବା ପରେ କେନ୍ଦ୍ର ସରକାର ଏନେଇ ଚିନ୍ତାରେ ପଡ଼ିଛି। ବିଭିନ୍ନ ପ୍ରକାର ପଦକ୍ଷେପ ସ୍ୱରୂପ ବ୍ରିଟେନରୁ ଆସୁଥିବା ସମସ୍ତ ବିମାନକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ତେବେ ଏହାକୁ ନେଇ ରାଜ୍ୟ ସରକାର ମଧ୍ୟ ସଜାଗ ଅଛନ୍ତି। ଭୁବନେଶ୍ବରକୁ ଆସୁଥିବା ସମସ୍ତ ବିମାନ ଉପରେ ନଜର ରଖାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ବିମାନ ବନ୍ଦରରେ ବିଦେଶ ଫେରନ୍ତାଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି।

ବିମାନ ବନ୍ଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଗୌତମ ରାୟ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ପ୍ରତ୍ୟେକ ବିଦେଶ ଫେରନ୍ତାଙ୍କୁ ସତର୍କତା ଅବଲମ୍ବନ କରିବା ପାଇଁ ସମସ୍ତ ଏୟାରଳାଇନକୁ ଅବଗତ କରାଯାଇଛି। ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ବିଦେଶ ଫେରନ୍ତା ୫୫ ବର୍ଷୀୟ ହୋଇଥିବେ ଓ ତାଙ୍କ ଶରୀରରେ ଅନ୍ୟ ରୋଗ ଥିବ ତାଙ୍କୁ ବିଏମସି ଦ୍ୱାରା ପ୍ରତିଷ୍ଠା ହୋଇଥିବା କିଓସ୍କରେ କୋଭିଡ ଆଣ୍ଟିଜେନ ଟେଷ୍ଟ କରିବା ପାଇଁ ହେବ। ଏୟାର ପୋର୍ଟ ଟର୍ମିନାଲ ପାଖରେ ଏହି ପରୀକ୍ଷା କେନ୍ଦ୍ର ଖୋଲାଯାଇଛି।

ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁ ଉଡାଣ କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଏସଓପି ଜାରି କରାଯାଇଛି ବୋଲି ସେ କହିଛନ୍ତି।

କରୋନା ମହାମାରୀ ବିମାନ ବନ୍ଦର ଭୁବନେଶ୍ବର ମାର୍ଗଦର୍ଶିକା ଜାରି
Share. Facebook Twitter LinkedIn Email WhatsApp Copy Link

Related Posts

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Latest News

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.