Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୭ଜଣ ଚିହ୍ନଟ ହୋଇଥିବାବେଳେ ୧୩୮ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୮୬୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୯୭୨ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୯୮୯ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ମୋଟ୍‌ ୩୨୫ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ଜିଲ୍ଲାରୁ୩୨ଜଣ,  ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକରୁ ୧୯ ଜଣ, ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂପୁର ଜିଲ୍ଲାରୁ ୧ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲା ରୁ ୪ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ,  ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲା ରୁ ୨ ଜଣ,  ସୁନ୍ଦରଗଡରୁ ୩୩ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026
Latest News

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.