Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୭ଜଣ ଚିହ୍ନଟ ହୋଇଥିବାବେଳେ ୧୩୮ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୮୬୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୯୭୨ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୯୮୯ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ମୋଟ୍‌ ୩୨୫ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ଜିଲ୍ଲାରୁ୩୨ଜଣ,  ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକରୁ ୧୯ ଜଣ, ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂପୁର ଜିଲ୍ଲାରୁ ୧ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲା ରୁ ୪ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ,  ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲା ରୁ ୨ ଜଣ,  ସୁନ୍ଦରଗଡରୁ ୩୩ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025

ସୁଭଦ୍ରା ଭଉଣୀମାନଙ୍କ ସହ ବାର୍ତ୍ତାଳାପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025
Latest News

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025

‘ଭାରତକୁ ଆଖି ଦେଖାଉଥିବା ଲୋକମାନେ ନିଜେ ରୁଷ ସହିତ ବ୍ୟବସାୟ କରୁଛନ୍ତି’: ବୈଦେଶିକ ମନ୍ତ୍ରଣାଳୟ

August 5, 2025

ସୁଭଦ୍ରା ଭଉଣୀମାନଙ୍କ ସହ ବାର୍ତ୍ତାଳାପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

ଓଭାଲ୍ ଟେଷ୍ଟରେ ବିଜୟ ପରେ ମଧ୍ୟ ନିରାଶ କଲେ ଗୌତମ ଗମ୍ଭୀର: ଦେଖନ୍ତୁ ରିପୋର୍ଟ କାର୍ଡ

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.