Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରେଶ ମହାପାତ୍ର ହେଲେ ରାଜ୍ୟର ମୁଖ୍ୟ ଶାସନ ସଚିବ
ଆଜିର ଖବର

ସୁରେଶ ମହାପାତ୍ର ହେଲେ ରାଜ୍ୟର ମୁଖ୍ୟ ଶାସନ ସଚିବ

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍‌ ସୁରେଶ ମହାପାତ୍ର ହେଲେ ରାଜ୍ୟର ମୁଖ୍ୟ ଶାସନ ସଚିବ ।  ପୂର୍ବରୁ ମୁଖ୍ୟ ଶାସନ ସଚିବ ଥିବା ଅସିତ ତ୍ରିପାଠୀଙ୍କ ଅବସର ପରେ ସୁରେଶ ମହାପାତ୍ରଙ୍କୁ ଏହି ଦାୟିତ୍ବ ଦିଆଯାଇଛି । ଅସିତ୍‌ ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ ପାଇଛନ୍ତି । ଏହା ଏହା ସହ କିଛି ବିଭାଗର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦାତା ଭାବେ ମଧ୍ୟ ଦାୟିତ୍ବ ତୁଲାଇବେ ଶ୍ରୀ ତ୍ରିପାଠୀ । ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, ଶିଳ୍ପ ଓ କୃଷିବ୍ୟାପାରର ପରାମର୍ଶ ଦାୟିତ୍ବ ସମ୍ଭାଳିବେ ଶ୍ରୀ ତ୍ରିପାଠୀ ।

ସେହିପରି ପ୍ରଦୀପ ଜେନାଙ୍କୁ ଉନ୍ନୟନ କମିଶନରର ଦାୟିତ୍ବ ଦିଆଯାଇଛି । 1986 ବ୍ୟାଚର୍‌ ଆଇଏଏସ୍‌ ଅଧିକାରୀ ସୁରେଶ ମହାପାତ୍ର ପୂର୍ବରୁ ଉନ୍ନୟନ କମିଶନର ଦାୟିତ୍ବରେ ରହିଥିଲେ । 2022 ଫେବୃଆରୀ ପର୍ଯ୍ୟନ୍ତ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ରହିଛି ।

ସୂଚନାଯୋଗ୍ୟ, 1986 ବ୍ୟାଚର ଆଇଏଏସ୍ ଅସିତ୍‌ ତ୍ରିପାଠୀ 2019 ମସିହା ଅଗଷ୍ଟ 15 ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

 

ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026

ଓଡ଼ିଶାରେ ଏସଆଇଆର ଅଭିଯାନରେ ୪୩.୪୭ ପ୍ରତିଶତ ପରିଗଣନା ଫର୍ମ ବଣ୍ଟନ ଶେଷ

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026
Latest News

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026

ଓଡ଼ିଶାରେ ଏସଆଇଆର ଅଭିଯାନରେ ୪୩.୪୭ ପ୍ରତିଶତ ପରିଗଣନା ଫର୍ମ ବଣ୍ଟନ ଶେଷ

June 6, 2026

ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର!: ଆଣ୍ଡାମାନରେ ଆବିଷ୍କୃତ ହେଲା ବିଶାଳ ଗ୍ୟାସ୍ ରିଜର୍ଭ 

June 6, 2026

ଟାଟାର ଜୁନ୍ ଧମାକା: ହଜାର ହଜାର ଟଙ୍କା ସଞ୍ଚୟର ସୁଯୋଗ, ଗ୍ରାହକଙ୍କ ପାଇଁ ବଡ଼ ଅଫର

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.