Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 27ରେ ରାଜ୍ୟର ବରିଷ୍ଠ ପୋଲିସ୍‌ ଅଧିକାରୀଙ୍କ ସମ୍ମିଳନୀ : ଆଇପିଏସ୍‌ଙ୍କୁ ସମ୍ବୋଧନ କରିବେ ବିପିନ୍‌ ରାଓ୍ବତ୍‌
ଆଜିର ଖବର

ଆସନ୍ତା 27ରେ ରାଜ୍ୟର ବରିଷ୍ଠ ପୋଲିସ୍‌ ଅଧିକାରୀଙ୍କ ସମ୍ମିଳନୀ : ଆଇପିଏସ୍‌ଙ୍କୁ ସମ୍ବୋଧନ କରିବେ ବିପିନ୍‌ ରାଓ୍ବତ୍‌

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା 27 ତାରିଖରେ ରାଜ୍ୟର ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ଭର୍ଚୁଆଲ ସମ୍ମିଳନୀ ଅନୁଷ୍ଠିତ ହେବ। ସମ୍ମିଳନୀକୁ ଉଦ୍‌ବୋଧନ୍ ଦେବେ ସିଡିଏସ୍‌ ବିପିନ୍ ରାୱତ। ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀ ଚାରିଦିନ ଧରି ଚାଲିବ । ପୋଲିସ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାନୟକ ଉଦ୍‌ଘାଟନ କରିବେ । ଭିଡିଓ କନ୍‌ଫରେନ୍ସି ଜରିଆରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ସମ୍ମିଳନୀରେ ଦେଶର ଅନେକ ବରିଷ୍ଠ ଅଧିକାରୀ ଯୋଗଦେବ । ଭର୍ଚୁଆଲ୍‌ରେ 30 ଯାଏଁ ଏହି ସମ୍ମିଳନୀ ଚାଲିବ ।

ଓଡ଼ିଶା ପୁଲିସ୍‌, ଏସ୍‌ପି, କମାଣ୍ଡାଣ୍ଟ ଆଦି ବରିଷ୍ଠ ଅଧିକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହିବେ। ରାଜ୍ୟ ଆଇନ ଶୃଙ୍ଖଳା ଏଡିଜି ୱାଇ. କେ ଜେଠୱାଙ୍କ ସୂଚନା ମୁତାବକ ଏହି ଭର୍ଚୁଆଲ ବୈଠକରେ ଆଇନ ଶୃଙ୍ଖଳା, ମାଓ ମୁକାବିଲା ଉପରେ ହେବ ଆଲୋଚନା। ଇଣ୍ଟରପୋଲ୍ ନିର୍ଦ୍ଦେଶକ ଏମ୍ଏମ୍ ଓବରାୟ ଏହି ସମ୍ମିଳନୀରେ ବକ୍ତବ୍ୟ ରଖିବେ।

cds ips
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.