Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଣ୍ଡେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ତିନି ଗୁରୁତର
ଆଜିର ଖବର

ଚଣ୍ଡେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ତିନି ଗୁରୁତର

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ଛକ ନିକଟରେ ବାଇକ ଯୋଗେ ଦୁଇ ଜଣ ବ୍ୟକ୍ତି ଘରକୁ ଫେରୁଥିବା ବେଳେ ରାସ୍ତାରେ ଯାଉଥିବା ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ପଛ ପଟୁ ଧକ୍କା ଦେଇଥିଲେ। ଫଳରେ ସମସ୍ତ ୩ ଜଣ ବ୍ୟକ୍ତି ଗୁରୁତର ଆହାତ ହୋଇପଡ଼ିଥିଲେ। ଗୁରୁତରଙ୍କୁ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେମାନଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଗୁରୁତର ତିନିଜଣଙ୍କ ମଧ୍ୟରୁ ଦୁଇଜଣଙ୍କ ପରିଚୟ ମିଳିଛି। ସେମାନଙ୍କ ମଧ୍ୟରୁ ଜଣେ ଭୋବରା ଗ୍ରାମର ଭିକାରୀ ଚରଣ ବେହେରା (୫୫) ହୋଇଥିବା ବେଳେ ଅନ୍ୟ ଜଣେ ବଡ଼ପାରି ଗ୍ରାମର ପୁରୁଷୋତ୍ତମ ଦାସ (୫୦) ବୋଲି ଜଣାପଡିଛି।

ଚଣ୍ଡେଶ୍ୱର ଛକ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.