Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୪ଜଣ ଚିହ୍ନଟ ହୋଇଥିବାବେଳେ ୧୪୦ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୨୦୧କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୩୭୮ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୯୧୩ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ମୋଟ୍‌ ୩୨୫ ଜଣ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ  ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ଜିଲ୍ଲାରୁ ୨୩ଜଣ,  ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲା ରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧଜିଲ୍ଲା ରୁ ୨ ଜଣ, କଟକରୁ ୨୬ ଜଣ, ଦେଓଗଡରୁ ୧ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧ ଜଣ,  ରାୟଗଡା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Latest News

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.