Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ନୂଆ ଷ୍ଟ୍ରେନ ପାଇଁ ରାଜ୍ୟ ସରକାର ଜାରି କଲେ ସତର୍କ ସୂଚନା
ଆଜିର ଖବର

କରୋନା ନୂଆ ଷ୍ଟ୍ରେନ ପାଇଁ ରାଜ୍ୟ ସରକାର ଜାରି କଲେ ସତର୍କ ସୂଚନା

December 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ମୌ, କୋଭିଡ19ର ନୂଆ ଷ୍ଟ୍ରେନ୍ ସନ୍ଦେହରେ ଉତ୍ତରପ୍ରଦେଶ ସରକାର ଏକ ସତର୍କ ସୂଚନା ଜାରି କରିଛନ୍ତି। ଆଗ୍ରାର 58 ଜଣ ଗତ ଡିସେମ୍ବର 9 ରୁ ଡିସେମ୍ବର 22 ମଧ୍ୟରେ ବ୍ରିଟେନରୁ ଫେରିଥିବାର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଚିହ୍ନଟ କରିଛି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଯୋଗାଯୋଗ କରି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏଥିସହିତ ସେମାନଙ୍କୁ 28 ଦିନ ହୋମ କ୍ବାରଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେମାନଙ୍କ ପରିବାର ସଦସ୍ୟ ଏବଂ ସେମାନଙ୍କର ଘନିଷ୍ଠ ସମ୍ପର୍କରେ ଆସିଥିବା ଲୋକମାନଙ୍କର ମଧ୍ୟ କୋଭିଡ19 ପରୀକ୍ଷା କରାଯିବ। ବ୍ରିଟେନରେ ଚିହ୍ନଟ ହୋଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ସାରା ପୃଥିବୀରେ ଏକ ଚିନ୍ତାର ବିଷୟ ହୋଇଛି। ତେବେ ଉତ୍ତରପ୍ରଦେଶ ସ୍ୱାସ୍ଥ୍ୟ ବିଭାଗ ବ୍ରିଟେନରୁ ଫେରିଥିବା କେତେକଙ୍କ ମୋବାଇଲ ବନ୍ଦ ରହିଛି। ଫଳରେ ସେମାନଙ୍କ ସହିତ ଯୋଗାଯୋଗା କରିବାରେ ବିଭାଗ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.