Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ ଜଣ କରୋନା ଆକ୍ରାନ୍ତ

December 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୪, ସୁନ୍ଦରଗଡରୁ ୩୫, ବାଲେଶ୍ବରରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗିରିରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡ଼ାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ନବରଙ୍ଗପୁରରୁ ୩, ବୌଦ୍ଧରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ପୁରୀରୁ ୧, ସୋନପୁରରୁ ୧, ଦେବଗଡରୁ ୧, ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଛି। ତେବେ ୨୫୨୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026
Latest News

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.