Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନଦୀ ଜଳବିବାଦ ମାମଲା : ମେ ୧୧ ରେ ହେବ ପରବର୍ତ୍ତୀ ଶୁଣାଣି
ଆଜିର ଖବର

ମହାନଦୀ ଜଳବିବାଦ ମାମଲା : ମେ ୧୧ ରେ ହେବ ପରବର୍ତ୍ତୀ ଶୁଣାଣି

March 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାନଦୀ ଜଳବିବାଦର ମାମଲାର ଶୁଣାଣି ଟ୍ରିବ୍ୟୁନାଲରେ ହୋଇଛି । ପୁଣି ଥରେ ଆପୋସ ଆଲୋଚନାରେ ସମାଧାନ କରିବାକୁ ଟ୍ରିବ୍ୟୁନାଲ ପରାମର୍ଶ ଦେଇଛନ୍ତି । ତେବେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ମେ ୧୧ରେ ହେବ ।  ଏହା ପୂର୍ବରୁ ମଧ୍ୟ ଓଡିଶା ଏବଂ ଛତିଶଗଡ ମଧ୍ୟରେ ଆପୋସ ସମାଧାନ ପାଇଁ ଟ୍ରିବ୍ୟୁନାଲ ପରାମର୍ଶ ଦେଇଥିଲେ  । ଉଭୟ ପକ୍ଷର ଆଡଭୋକେଟ୍ ଜେନେରାଲ ବୈଠକରେ ଆଲୋଚନା କରି ସମାଧାନ କରିବାକୁ ପରାମର୍ଶ ଦେଇଥିଲେ । ତେବେ ଏହି ବୈଠକରେ କଣ ସମାଧାନର ରାସ୍ତା ବାହାରିଛି ଏନେଇ ଟ୍ରିବ୍ୟୁନାଲକୁ ଆଜି ଉଭୟ ପକ୍ଷ କୋର୍ଟକୁ ଜଣାଇଥିଲେ ଏହା ପରେ ଟ୍ରିବ୍ୟୁନାଲ ରାୟ ଦେଇଛନ୍ତି  ।  ପ୍ରଥମ ଏବଂ ଦ୍ୱିତୀୟ ବୈଠକ ବିଫଳ ହୋଇଥିଲା । ଆଲୋଚନାରେ କୌଣସି ନିଷ୍କର୍ସ ବାହାରି ପାରି ନଥିଲା । ଗତ ବୈଠକରେ ଅଣମୌସୁମୀ ସମୟରେ ଓଡିଶାକୁ କେତେ କ୍ୟୁସେକ ଜଳ ଛଡାଯିବ ତାକୁ ନେଇ ଆଲୋଚନା କରାଯାଇଥିଲା । ଏଥିରେ ଜଳସମ୍ପଦ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ । ଏହାପରେ ଓଡିଶା ମଧ୍ୟବର୍ତୀକାଳିନ ଆବେଦନ କରିଥିଲା । ଅଧିକ ପାଣି ଛାଡିବାକୁ ଛତିଶଗଡ ନିକଟରେ ଦାବି ରଖିଥିଲା । କିନ୍ତୁ ଛତିଶଗଡ ରାଜି ହୋଇନଥିଲା । ତେବେ ପୁଣି ଟ୍ରିବ୍ୟୁନାଲ ଉଭୟ ପକ୍ଷଙ୍କୁ ଆଲୋଚନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.