Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଉପରେ ଲାଗିଲା କଟକଣା
ଆଜିର ଖବର

ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଉପରେ ଲାଗିଲା କଟକଣା

December 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ଚଳିତ ବର୍ଷ ଜିରୋନାଇଟ୍‌ ସେଲିବ୍ରେସନ୍‌ ଫିକା ପଡିବ । ରାଜଧାନୀରେ ଜିରୋ ନାଇଟରେ ଲାଗିଲା କଟକଣା । ଏବର୍ଷ ପାଳନ ହେବନି ଜିରୋ ନାଇଟ୍ । କଟକଣା ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ । କୋଭିଡ ସଂକ୍ରମଣକୁ ଦୃଷ୍ଟିର ରଖି ଏଭଳି ପଦକ୍ଷେପ ନେଇଛି ବିଏମସି । ହୋଟେଲ୍, କ୍ଲବ୍ ଓ କଲ୍ୟାଣ ମଣ୍ଡପରେ ପାଳନ ହୋଇପାରିବନି । ସେହିପରି ଜନସମାଗମ ଉପରେ ମଧ୍ୟ ରୋକ୍ ଲାଗିଛି । କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଘରେ ରହି ପରିବାର ସଦସ୍ୟ, ସମ୍ପର୍କୀୟଙ୍କ ସହିତ ନୂଆବର୍ଷ ପାଳନ କରିବା ନେଇ ବିଏମ୍‌ସି ପରାମର୍ଶ ଦେଇଛି ।

ନୂଆବର୍ଷ ପାଇଁ 31 ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ‘ଜିରୋ ନାଇଟ ସେଲିବ୍ରେସନ’ ଉପରେ କଟକଣା ଲଗାଯାଇଛି। ଅଧିକ ସଂଖ୍ୟକ ଲୋକ ଏକାଠି ହେବା ଦ୍ବାରା କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ବିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରକାଶ କରିଛନ୍ତି।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.