Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଉପରେ ଲାଗିଲା କଟକଣା
ଆଜିର ଖବର

ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଉପରେ ଲାଗିଲା କଟକଣା

December 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ଚଳିତ ବର୍ଷ ଜିରୋନାଇଟ୍‌ ସେଲିବ୍ରେସନ୍‌ ଫିକା ପଡିବ । ରାଜଧାନୀରେ ଜିରୋ ନାଇଟରେ ଲାଗିଲା କଟକଣା । ଏବର୍ଷ ପାଳନ ହେବନି ଜିରୋ ନାଇଟ୍ । କଟକଣା ଲଗାଇଛନ୍ତି ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ । କୋଭିଡ ସଂକ୍ରମଣକୁ ଦୃଷ୍ଟିର ରଖି ଏଭଳି ପଦକ୍ଷେପ ନେଇଛି ବିଏମସି । ହୋଟେଲ୍, କ୍ଲବ୍ ଓ କଲ୍ୟାଣ ମଣ୍ଡପରେ ପାଳନ ହୋଇପାରିବନି । ସେହିପରି ଜନସମାଗମ ଉପରେ ମଧ୍ୟ ରୋକ୍ ଲାଗିଛି । କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଘରେ ରହି ପରିବାର ସଦସ୍ୟ, ସମ୍ପର୍କୀୟଙ୍କ ସହିତ ନୂଆବର୍ଷ ପାଳନ କରିବା ନେଇ ବିଏମ୍‌ସି ପରାମର୍ଶ ଦେଇଛି ।

ନୂଆବର୍ଷ ପାଇଁ 31 ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ‘ଜିରୋ ନାଇଟ ସେଲିବ୍ରେସନ’ ଉପରେ କଟକଣା ଲଗାଯାଇଛି। ଅଧିକ ସଂଖ୍ୟକ ଲୋକ ଏକାଠି ହେବା ଦ୍ବାରା କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ବିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରକାଶ କରିଛନ୍ତି।

bmc zeronightcelebration
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.