Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲ ଓ ନାକଟିଦେଉଳରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଏଫ୍‌ଆଇଆର୍‌
ଆଜିର ଖବର

ରେଢାଖୋଲ ଓ ନାକଟିଦେଉଳରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଏଫ୍‌ଆଇଆର୍‌

December 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ରେଢାଖୋଲ ଓ ନାକଟିଦେଉଳ ବ୍ଲକ୍ ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଥାନାରେ ଏକ ଏତଲା ଦେଇଥିବା ଜଣା ପଡିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଧାନମନ୍ତ୍ରୀଙ୍କର ଏକ ଯୋଜନା। କେନ୍ଦ୍ରସରକାର ଦେଇଥିବା ଏହି ଯୋଜନାକୁ ରାଜ୍ୟ ସରକାର ବିଜ୍ଜୁ ପକ୍କାଘର ନାମରେ ସରକାରୀ କର୍ମଚାରୀଙ୍କୁ ନିୟୋଜିତ କରି ଦଳୀୟ ପ୍ରଚାର କରୁଥିବା ଓ ବିଜ୍ଜୁ ପକ୍କାଘର ନାମରେ ଓଡିଶା ସରକାରଙ୍କ ଏକ ଷ୍ଟିକର ଘରେ ଲଗାଇବା ଘଟଣାକୁ ବିଜେପି ଦୃଢ ନିନ୍ଦା କରିବା ସହ ଏହାକୁ ବିରୋଧ କରିଛି।

ଆଜି ରେଢାଖୋଲ ଓ ନାକଟିଦେଉଳ ବ୍ଲକ୍ ରେ ବିକ୍ଷୋଭ ସହ ବିଜ୍ଜୁ ପକ୍କାଘର ଷ୍ଟିକରକୁ ଚିରି ଦିଆଯାଇଥିଲା। ନବୀନ ପଟ୍ଟନାୟକଙ୍କ ନାମରେ ଆଇପିସି ର ୪୨୦ ଧାରା ଅନୁଯାୟୀ କେସ୍ ରୁଜୁ କରାଯାଇଥିଲା।

ରେଢାଖୋଲ ବିଜେପି ସଭାପତି ରାମାନୁଜ ମହାପାତ୍ର, ଅମର କୁମାର ସିଂ, ନରେନ୍ଦ୍ର କୁମାର ମଲ୍ଲୀକ, ରାଜେନ୍ଦ୍ର ପ୍ରସାଦ ବୈଠାରୁ ସାଂସଦ ପ୍ରତିନିଧି ଶିବରାମ ସାହୁ ପ୍ରମୁଖ ଯୋଗଦେଇଥିଲେ। ଠିକ୍ ସେହିପରି ନାକଟିଦେଉଳରେ ପ୍ରମୋଦ ସାହୁ, ପୂର୍ଣ୍ଣ ଗଡତିଆ, ଗୋବିନ୍ଦ ଅଗ୍ରଓାଲା, ନେତ୍ରାନନ୍ଦ ରାଉଳ, ଜିତେନ୍ଦ୍ର ସାହୁ, ଜଜେ୍ଞଶ୍ୱର ସାହୁ, ଅବନୀ ରାଉତ ପ୍ରମୁଖ ବିକ୍ଷୋଭରେ ଯୋଗଦେଇଥିଲେ।

ଏଫ୍‌ଆଇଆର୍‌ ନାକଟିଦେଉଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବିଜେପି ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.