Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନ ବିସ୍ଫୋରଣରେ ୨୪ ମୃତ
ଆଜିର ଖବର

ଆଫଗାନିସ୍ତାନ ବିସ୍ଫୋରଣରେ ୨୪ ମୃତ

March 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଫଗାନିସ୍ତାନରେ ଏକ ଚେକ୍‌ ପଏଣ୍ଟରେ ବିସ୍ଫୋରଣ ଘଟି ଅନ୍ୟୁନ ୨୪ ଜଣ ଲୋକ ପ୍ରାଣ ହରାଇଛନ୍ତି। ତାଲିବାନ ଆତଙ୍କୀ ମାନେ ୨ଟି ସ୍ଥାନରୁ ଆକ୍ରମଣ କରିବା ପରେ ଏହି କ୍ଷୟକ୍ଷତି ଘଟିଥିବା କୁହାଯାଇଛି। ଘଜନୀ ସହରେ ହୋଇଥିବା ଆମକ୍ରମଣରେ ୯ ଜଣ ପୋଲିସ କର୍ମଚାରୀ ପ୍ରାଣ ହରାଇବା ସହିତ ୬ ଜଣ ସାଧାରଣ ଲୋକ ଆହତ ହୋଇଛନ୍ତି। ଏହି ଆକ୍ରମଣରେ ଜଣେ ପୋଲିସ୍‌ ମୁଖ୍ୟ ମଧ୍ୟ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଏକ ଆକ୍ରମଣରେ ୫ଜଣ ପୋଲିସ୍‌, ୨ଜଣ ସାଧାରଣ ଲୋକଙ୍କ ସହିତ ୮ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଫୈଜାବାଦର ବଡକ୍ଷଣରେ ହୋଇଥିବା ଏହି ଆକ୍ରମଣରେ ଆତଙ୍କୀ ମାନେ  ରକେଟ ଲଞ୍ଚର ବ୍ୟବହାର କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Latest News

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.