Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଏଣ୍ଟ୍ରି କଲା କରୋନାର ନୂଆ ଷ୍ଟ୍ରେନ୍‌ : ଦେଶରେ 6 ନୂଆ କୋଭିଡ୍‌ ଷ୍ଟ୍ରେନ୍‌ ଚିହ୍ନଟ
ଆଜିର ଖବର

ଭାରତରେ ଏଣ୍ଟ୍ରି କଲା କରୋନାର ନୂଆ ଷ୍ଟ୍ରେନ୍‌ : ଦେଶରେ 6 ନୂଆ କୋଭିଡ୍‌ ଷ୍ଟ୍ରେନ୍‌ ଚିହ୍ନଟ

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆବର୍ଷ ଆସିବା ପୂର୍ବରୁ ଭାରତରେ କରୋନାକୁ ନେଇ ଏକ ଚିନ୍ତାଜନକ ଖବର ଆସିଛି । ଭାରତରେ କରୋନା ଭାଇରସର ନୂଆଷ୍ଟ୍ରେନ୍‌ ଚିହ୍ନଟ ହୋଇଛି । ଦେଶରେ 6 ନୂଆ କୋଭିଡ୍‌ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି । ବ୍ରିଟେନ୍‌ ଫେରନ୍ତାଙ୍କଠାରେ ଏହି ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି । ଏହି ସମସ୍ତଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି । 6 ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରେ ବେଙ୍ଗାଲୁରୁ ତିନିଜଣ ରହିଥିବାବେଳେ ହାଇଦ୍ରାବାଦରୁ 2 ଜଣ ଓ ପୁଣରେ ଜଣେ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ନଭେମ୍ବର 25ରୁ ଡିସେମ୍ବର 23 ମଧ୍ୟରେ ୟୁକେରୁ ପ୍ରାୟ 33 ହଜାର ଲୋକ ବ୍ରିଟେନରୁ ଫେରିଛନ୍ତି । ସମସ୍ତଙ୍କୁ ଟ୍ରାକ୍‌ କରାଯାଇ ଟେଷ୍ଟ କରାଯାଇଛି । ଏହି ସମସ୍ତଙ୍କୁ ମଧ୍ୟରୁ ମୋଟ୍‌ 114ଜଣ କରୋନା ପଜିଟିଭ୍‌ ମିଳିଥିଲେ ।

coronanewstrain
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.