Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୨୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ଜଣ ଚିହ୍ନଟ ହୋଇଥିବାବେଳେ ୧୧୨ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର୧କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୪ହଜାର ୩୯୨ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୬୮୮ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୬୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୨63 ଜଣ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩2 ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳଜିଲ୍ଲା ରୁ 20 ଜଣ, ବାଲେଶ୍ଵର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲା ରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲା ରୁ ୫ ଜଣ,  କଟକରୁ ୭ ଜଣ, ଦେଓଗଡରୁ ୧ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, , କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲା ରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲା ରୁ ୫ ଜଣ,  ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲା ରୁ ୨ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲା ରୁ ୫ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Latest News

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.