Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟରେ ବିଜେପିକୁ ଝଟ୍‌କା;  ଇସ୍ତଫା ଦେଲେ ମନସୁଖ ବସାୱା
ଆଜିର ଖବର

ଗୁଜରାଟରେ ବିଜେପିକୁ ଝଟ୍‌କା;  ଇସ୍ତଫା ଦେଲେ ମନସୁଖ ବସାୱା

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭରୁଚ: ଗୁଜରାଟରେ ବିଜେପିକୁ ବଡ଼ ଝଟକା ଲାଗିଛି। ଦଳର ବରିଷ୍ଠ ନେତା ତଥା ଲୋକସଭା ସାଂସ ମନସୁଖ ବସାୱା ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ଖୁବଶୀଘ୍ର ସେ ସଂସଦର ସଦସ୍ୟ ପଦରୁ ବି ଇସ୍ତଫା ଦେବାକୁ ଯାଉଛନ୍ତି ବୋଲି କହିଛନ୍ତି। ମନସୁଖ ଜଣେ ଆଦିବାସୀ ନେତା ଭାବେ ବେଶ୍‌ ଲୋକପ୍ରିୟ । ନିକଟରେ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ନର୍ମଦାର 121ଟି ଗାଁକୁ ଇକୋ ସେନସିଟିଭ ଜୋନ୍‌ ଭାବେ ଘୋଷଣା କରି ବିଜ୍ଞପ୍ତି ପ୍ରକାଶ କରିଥିଲେ। ତେବେ ଏହି ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବାକୁ ଦାବି କରି ସାଂସଦ ମନସୁଖ ବସାୱା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ।

ଭରୁଚରୁ ଛ’ ଥର ସାଂସଦ ରହିଥିବା ମନସୁଖ ଗୁଜୁରାଟର ବିଜେପି ଅଧ୍ୟକ୍ଷ ଆରସି ପାଟିଲ୍‌ ପତ୍ର ଲେଖିଛନ୍ତି । ଏହି ପତ୍ରରେ ନିଜ ଇସ୍ତଫା ସମ୍ପର୍କରେ ଉଲ୍ଲେଖ କରିବା ସହିତ ତାଙ୍କ ଭୁଲ୍‌ କାରଣରୁ ଦଳର ଛବି ଖରାପ ନ ହେଉ ବୋଲି କହିଛନ୍ତି ମନସୁଖ। ତାଙ୍କୁ କ୍ଷମା କରାଯାଉ ବୋଲି ସେ ଇସ୍ତଫା ପତ୍ରରେ ଲେଖିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମିକଙ୍କୁ ବଡ ଉପହାର : ୧୫ ଲକ୍ଷ ଶ୍ରମିକଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା

May 1, 2026

RDC ତଦନ୍ତ କୁ ବ୍ୟାଙ୍କ ସଂଘର ଚ୍ୟାଲେଞ୍ଜ

May 1, 2026

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026
Latest News

ଶ୍ରମିକଙ୍କୁ ବଡ ଉପହାର : ୧୫ ଲକ୍ଷ ଶ୍ରମିକଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା

May 1, 2026

RDC ତଦନ୍ତ କୁ ବ୍ୟାଙ୍କ ସଂଘର ଚ୍ୟାଲେଞ୍ଜ

May 1, 2026

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.