Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା କମିଶନରେ ହାଜର ହେଲେ ଅନୁଭବ-ବର୍ଷା
ଆଜିର ଖବର

ମହିଳା କମିଶନରେ ହାଜର ହେଲେ ଅନୁଭବ-ବର୍ଷା

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ପାରିବାରିକ ବିବାଦକୁ ନେଇ ରାଜ୍ୟ ମହିଳା କମିଶନଙ୍କ ନିକଟରେ ହାଜର ହୋଇଛନ୍ତି ସାସଂଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କୁ ସାମ୍ନାସାମ୍ନି ବସାଇ ଆଲୋଚନା କରିଛନ୍ତି ମହିଳା କମିଶନ। ବର୍ଷା ଆଣିଥିବା ଅଭିଯୋଗ ନେଇ ଆଲୋଚନା କରାଯାଉଛି । ପୂର୍ବରୁ ଅନୁଭବଙ୍କୁ ହାଜର ହେବା ପାଇଁ ନୋଟିସ କରିଥିଲେ ମହିଳା କମିଶନ । ପାରିବାରିକ ବିବାଦ ନେଇ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Latest News

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.