Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ଓ ଅପାରଗତା ପାଇଁ 6 ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର
ଆଜିର ଖବର

ଦୁର୍ନୀତି ଓ ଅପାରଗତା ପାଇଁ 6 ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

December 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: 6ଜଣ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଓ ଅପାରଗତା ପାଇଁ ଏହି 6 ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସୂଚନା ମିଳିଛି। ଏହି 6 ଜଣ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଚାରିଜଣ ଇଞ୍ଜିନିଅର ରହିଥିବାବେଳେ 2 ଜଣ ଅବକାରୀ ବିଭାଗର ଅଧିକାରୀ ରହିଛନ୍ତି ।

6 ଜଣ ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି – କେନ୍ଦୁଝର ଗ୍ରାମ୍ୟ ଉନ୍ନୟନ ଉପନିର୍ବାହୀ ଯନ୍ତ୍ରୀ ଅଜିତ ଦେବତା,  କଟକ ଆରଏଣ୍ଡବି କ୍ୱାଲିଟି କଣ୍ଟ୍ରୋଲ ସହକାରୀ ଯନ୍ତ୍ରୀ ଜିତେନ୍ଦ୍ର ଦଳାଇ, କରଞ୍ଜିଆ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ବିଜୟ ପରିଡ଼ା, ଭୁବନେଶ୍ୱର ଆରଏଣ୍ଡବି ସହକାରୀ ଯନ୍ତ୍ରୀ ଗଣେଶ୍ୱର ସେଠୀ, ସମ୍ବଲପୁର ଓଡ଼ିଶା ପାନୀୟ ନିଗମ ବିଏମ ଜୟଦୀପ ପଟ୍ଟନାୟକ, ସୁନ୍ଦରଗଡ଼ ଅବକାରୀ ନୀରିକ୍ଷକ ରିହାଜ ଅହମ୍ମଦ ବେଗ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Latest News

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.