Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହସ୍ପିଟାଲରୁ ଘରକୁ ଫେରିଲେ ହରିୟାଣାର ସ୍ବାସ୍ଥ୍ୟମନ୍ତ୍ରୀ
ଆଜିର ଖବର

ହସ୍ପିଟାଲରୁ ଘରକୁ ଫେରିଲେ ହରିୟାଣାର ସ୍ବାସ୍ଥ୍ୟମନ୍ତ୍ରୀ

December 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରଗାଓଁ: ହରିୟାଣାର ସ୍ୱାସ୍ଥ୍ୟ ଓ ଗୃହମନ୍ତ୍ରୀ ଅନିଲ ଭିଜ୍‌ ବୁଧବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଗୁରଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ଘରକୁ ଫେରିଛନ୍ତି ବୋଲି ନିଜେ ଟୁଇଟ୍‌ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ସେ ଘରେ ଅକ୍ସିଜେନ୍‌ ସପେର୍ଟରେ ରହିବେ ।

I am discharged from Medanta Hospital today. Will stay at Home on Oxygen support.

— Anil Vij Ambala Cantt Haryana, India (@anilvijminister) December 30, 2020

ଭାରତରେ ବାୟୋଟେକ୍‌ କୋଭିଡ୍‌ -19ର ସମ୍ଭାବିତ ଟିକର କ୍ଲିନିକାଲ ଟ୍ରାଏଲ୍‌ରେ ଭାଗ ନେଇଥିଲେ ଅନିଲ୍‌ ଭିଜ୍‌ । ଏହାପରେ ସେ କରୋନାରେ ସଂକ୍ରମିତ ହୋଇଥିଲେ । ଏହାପରେ ତାଙ୍କୁ ପିଜିଆଇଏମଏସ୍‌ରେ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡିସେମ୍ବର 15 ତାରିଖରେ ତାଙ୍କୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଆଇସିୟୁରୁ ବାହାରି ଏବେ ତାଙ୍କ ଅବସ୍ଥା ଟିକେ ସ୍ବାଭାବିକ ହେବାରୁ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣାତ୍ମକ ଅନୁବାଦ ଓ ବହୁଭାଷୀ ଯୋଗାଯୋଗ ସୁଦୃଢ଼ୀକରଣ ଉପରେ ପିଆଇବିର ଗୁରୁତ୍ୱ

July 29, 2026

ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳର ୨୦ ନେତା ଗିରଫ

July 29, 2026

ରଥଯାତ୍ରାରେ ପ୍ରାୟ ୧୩ ଲକ୍ଷ ଭକ୍ତଙ୍କୁ ସଫଳତାର ସହ ପରିଚାଳନା କଲା ପୂର୍ବତଟ ରେଳପଥ

July 29, 2026

ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ଉପ ନିର୍ବାଚନ ଅଧିକାରୀ ଏସଆଇଆର କାର୍ଯ୍ୟ ସମୀକ୍ଷା

July 29, 2026
Latest News

ଗୁଣାତ୍ମକ ଅନୁବାଦ ଓ ବହୁଭାଷୀ ଯୋଗାଯୋଗ ସୁଦୃଢ଼ୀକରଣ ଉପରେ ପିଆଇବିର ଗୁରୁତ୍ୱ

July 29, 2026

ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳର ୨୦ ନେତା ଗିରଫ

July 29, 2026

ରଥଯାତ୍ରାରେ ପ୍ରାୟ ୧୩ ଲକ୍ଷ ଭକ୍ତଙ୍କୁ ସଫଳତାର ସହ ପରିଚାଳନା କଲା ପୂର୍ବତଟ ରେଳପଥ

July 29, 2026

ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ଉପ ନିର୍ବାଚନ ଅଧିକାରୀ ଏସଆଇଆର କାର୍ଯ୍ୟ ସମୀକ୍ଷା

July 29, 2026

ଖଡ଼ଗପୁର ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.