Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଚାଶ ହଜାର କଳାକାରଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ୍‍ ସଚେତନତା ଭିଡିଓ ଆଲବମ୍‍ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ
ଆଜିର ଖବର

ପଚାଶ ହଜାର କଳାକାରଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ୍‍ ସଚେତନତା ଭିଡିଓ ଆଲବମ୍‍ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ

December 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଚାଶ ହଜାର କଳାକାରଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ୍‍ ସଚେତନତା ଭିଡିଓ ଆଲବମ୍‍ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ

ଭୁବନେଶ୍ବର, କୋଭିଡ ସଚେତନତା ପାଇଁ ବିଜେଡି ସାଂସ୍କୃତିକ ସମନ୍ୱୟ ସାମ୍ମୁଖ୍ୟ Covid Awareness Clip Album ନାମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରିଥିଲା ।ଏହି କାର୍ଯ୍ୟକ୍ରମରେ ପ୍ରସ୍ତୁତ ପଚାଶ ହଜାରରୁ ଉର୍ଦ୍ଧ୍ୱ କଳାକାରଙ୍କର ସାଂସ୍କୃତିକ ସ୍ୱାକ୍ଷର ବହନ କରିଥିବା ଭିଡିଓ ଗୁଡ଼ିକର ଆଲବମ୍‍ ସାଂସଦ ଡ. ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତରେ ଅର୍ପଣ କରିଥିଲେ ବିଜେଡି ସାଂସ୍କୃତିକ ସମନ୍ୱୟ ସାମ୍ମୁଖ୍ୟର ଆବାହକ ରବିନାରାୟଣ ନନ୍ଦ ଓ ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି ।

ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୧୬ ତାରିଖ ପର୍ଯ୍ୟନ୍ତ ଏଇ ଅଭିଯାନରେ ଗ୍ରାମପଞ୍ଚାୟତ ସ୍ତରରେ କଳାକାରମାନେ ସାମିଲ ହୋଇଥିଲେ ଏବଂ ନିଜ କଳା ପ୍ରଦର୍ଶନ ମାଧ୍ୟମରେ ତଥା ନିଜ ବକ୍ତବ୍ୟ ଜରିଆରେ ଏହି ବାର୍ତ୍ତାକୁ ପ୍ରଦାନ କରିବାର ଏକ ଭିଡିଓ କ୍ଲିପ୍‍ ପ୍ରସ୍ତୁତ କରିଥିଲେ । ଏହିଭଳି ପ୍ରାୟ ଚଉଦହଜାର ରୁ ଅଧିକ ଭିଡିଓ କ୍ଲିପ୍‍ ୩୩୧୪ ପଞ୍ଚାୟତରୁ କଳାକାରମାନେ ପଠାଇଥିଲେ ଯେଉଁଥିରେ ଅଂଶଗ୍ରହଣ କରିଛନ୍ତି ପଚାଶ ହଜାରରୁ ଉର୍ଦ୍ଧ୍ୱ କଳାକାର । ବିଭିନ୍ନ ଲୋକଗୀତ, ନୃତ୍ୟ ଓ ସାହିତ୍ୟିକ ଅଭିବ୍ୟକ୍ତି ଜରିଆରେ ଏହିଭଳି ବାର୍ତ୍ତାଗୁଡ଼ିକ ଦିଆଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Latest News

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.