Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

January 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବାବେଳେ ୧୦୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୪୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୫୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲା ରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ,  କଟକରୁ ୧୫ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲା ରୁ ୨ ଜଣ,  ନୂଆପଡ଼ା ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର 5 ତାରିଖ ରବିବାରରେ ଏହି ରାଶିଗୁଡିକର ଭାଗ୍ୟଚକ୍ର ବଦଳି ଗଲା

October 5, 2025

ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

October 4, 2025

ଚଳିତ ବର୍ଷ କୁମାର ପୂର୍ଣ୍ଣିମା କେବେ? 6 ତାରିଖ ନା 7 ତାରିଖ, କଣ କହୁଛି ପଞ୍ଚାଙ୍ଗ

October 4, 2025

ଶ୍ୟାମଜୀ କୃଷ୍ଣବର୍ମାଙ୍କ ଲିଗାସୀରୁ ପ୍ରେରଣା ନେବାକୁ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

October 4, 2025
Latest News

କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ

October 5, 2025

ଆଜି ଅକ୍ଟୋବର 5 ତାରିଖ ରବିବାରରେ ଏହି ରାଶିଗୁଡିକର ଭାଗ୍ୟଚକ୍ର ବଦଳି ଗଲା

October 5, 2025

ଖଦି କାରିଗର ମହୋତ୍ସବ ରେ 2,298 ମେସିନ୍ ଏବଂ ଟୁଲକିଟ  ବଣ୍ଟନ କଲେ ଗୃହମନ୍ତ୍ରୀ ଅମିତ ଶାହ

October 4, 2025

ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର ଅଭିଯାନର ଶୁଭାରମ୍ଭ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

October 4, 2025

ବସ୍ତର ଦଶହରା ଯାହା ୭୫ ଦିନ ଧରି ଚାଲିଥାଏ, ଯୋଗ ଦେଲେ ଗୃହମନ୍ତ୍ରୀ ଅମିତ ଶାହ

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.