Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆବର୍ଷରେ ତିନୋଟି ଜିଲ୍ଲାକୁ ମିଳିଲା ନୂଆ ଜିଲ୍ଲାପାଳ, ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳ ବଦଳ
ଆଜିର ଖବର

ନୂଆବର୍ଷରେ ତିନୋଟି ଜିଲ୍ଲାକୁ ମିଳିଲା ନୂଆ ଜିଲ୍ଲାପାଳ, ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳ ବଦଳ

January 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆବର୍ଷରେ ତିନୋଟି ଜିଲ୍ଲାକୁ ମିଳିଲା ନୂଆ ଜିଲ୍ଲାପାଳ, ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର, ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଭିନିଲ କ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେ ପୂର୍ବପରି ଯୁବ ଓ କ୍ରୀଡା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ସେହିପରି ତିନୋଟି ଜିଲ୍ଲାକୁ ତିନିଜଣ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତ ଦିଆଯାଇଛି। ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଯେଉଁ ଅଦଳବଦଳ କରିଛିନ୍ତି ତାହା ହେଲା

1-ବଲୱାନ୍ତ ସିଂ- ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ

2-ସମର୍ଥ ବର୍ମା- ପୁରୀ ଜିଲ୍ଲାପାଳ

3-ମହମ୍ମଦ ସାଦିକ ଅଲାମ- ଶିଳ୍ପ ନିର୍ଦ୍ଦେଶକ

4-ପାରୁଲ ପତୱାରୀ- ଉପସଚିବ ପୁର୍ତ୍ତ ବିଭାଗ

5-ଅମ୍ରିତା ଋତୁରାଜ- କେନ୍ଦ୍ରପଡା ଜିଲ୍ଲାପାଳ

6- ବିଶାଳ ସିଂ- ପିଡିଡିଆରଡି ଯାଜପୁର

7- ପ୍ରମୋଦ କୁମାର ବେହେରା- ଅତିରିକ୍ତ ସଚିବ ରାଜସ୍ବ ଓ ବପର୍ଯ୍ୟୟ ପରିଚାଳନା

8-ସରୋଜ କୁମାର ମିଶ୍ର- ଜିଲ୍ଲାପାଳ ରାୟଗଡା

ନୂଆ ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.