Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗିରଫ ହେଲେ ଆଇନ କଲେଜର କିରାଣୀ
ଆଜିର ଖବର

ଗିରଫ ହେଲେ ଆଇନ କଲେଜର କିରାଣୀ

January 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ଭିଜିଲାନସ ବିଭାଗ ପକ୍ଷରୁ ସ୍ପେଶାଲ୍ ୱାରେଣ୍ଟ୍ ବଳରେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟରତ କିରାଣି (ଡ଼ିଏଲ୍‌ଆର୍ ଟାଇପିଷ୍ଟ)ପ୍ରଶାନ୍ତ କୁମାର ନାୟକଙ୍କ ଗେଟ୍‌ବଜାରରେ ଥିବା ତିନିମହଲା କୋଠା, ବ୍ୟାଙ୍କ କଲୋନୀ ଚତୁର୍ଥ ଗଳିରେ ଥିବା ଦୁଇ ମହଲା କୋଠା, ଆସିକା ରୋଡ଼୍ ଗେଟ୍‌ବଜାରରେ ଥିବା ଦୁଇମହଲା ଗୋଦାମ ଘର, ବିଷ୍ଣୁନଗର ମୁଖ୍ୟରାସ୍ତାରେ ଭଡ଼ା ଦିଆଯାଇଥିବା ଗୋଦାମ୍‌, ଶ୍ରୀରାମନଗର ବୃନ୍ଦାବନ ହୋଟେଲ୍ ନିକଟରେ ଭଡ଼ା ଦିଆଯାଇଥିବା ଗୋଦାମ୍ ଉପରେ ଚଢ଼ାଉ ହୋଇଥିଲା।

ଚଢ଼ାଉ ପରେ ଦେଢ଼କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସ୍ଥାବର ଓ ଅସ୍ଥାବର ସଂପତ୍ତି ଠାବ ହୋଇଥିଲା। ଆଜି ତାଙ୍କର ସମସ୍ତ ସ୍ଥାବର ଅସ୍ଥାବର ସଂପତ୍ତିର ପରିମାଣ ହିସାବ କରାଯିବା ସହ ଗିରଫ କରାଯାଇଛି। କିରାଣୀ ତଥା ଡ଼ିଏଲ୍‌ଆର୍ ଟାଇପିଷ୍ଟ ଭାବେ ପ୍ରଶାନ୍ତ ନାୟକ ୧୯୯୦ରୁ କାର୍ଯ୍ୟରତ ଥିବାବେଳେ ଏହି ସମୟରୁ ୩୦.୧୨.୨୦୨୦ ପର୍ଯ୍ୟନ୍ତ ତାଙ୍କର ସମସ୍ତ ଆୟର ସ୍ରୋତର ହିସାବ କରାଯାଇଥିଲା। ଆଜି ତାଙ୍କର ୫୭ ଲକ୍ଷ ୩୮ହଜାର ୭୨୯ ଟଙ୍କାର ସଂପତ୍ତି ଆକଳନ ହୋଇଛି। ଉପରୋକ୍ତ ସମୟ ମଧ୍ୟରେ ସେ ୩୧ ଲକ୍ଷ ୩୪ହଜାର ଟଙ୍କାର ଆୟ କରିଥିବା ହିସାବ ଦେଖାଇଥିଲେ। ଏହି ସମୟ ମଧ୍ୟରେ ତାଙ୍କର ୧୮ ଲକ୍ଷ ୮୭ହଜାର ୭୩୫ ଟଙ୍କା ଖର୍ଚ୍ଚ ମଧ୍ୟ ହୋଇଛି। ବଳକା ୧ ଲକ୍ଷ ୪୪ହଜାର ୯୨ ହଜାର ୪୬୪ (୪୬୨%) ଅଧିକା ଟଙ୍କା ଅସାଧୁ ଉପାୟରେ ସେ ଆୟ କରିଛନ୍ତି ବୋଲି ପ୍ରମାଣିତ ହୋଇଥିଲା।

ତେଣୁ ଭିଜିଲାନସ କେସ ନଂ ୩୦/୩୧.୧୨.୨୦୨୦ ୟୁ/ଏସ୍ ୧୩(୨) ଆର୍‌/ଡ଼ବ୍ଲ୍ୟୁ ୧୩(୧)(ବି) ପିସି ଆକ୍ଟ ୨୦୧୮ ଅନୁସାରେ ମାମଲା ରୁଜୁ ହୋଇ ଗିରଫ କରାଯିବା ସହ କୋର୍ଟଚାଲଣ କରାଯାଇଥିବା ଭିଜିଲାନସ ଏସ୍‌ପି ସୂଚନା ଦେଇଛନ୍ତି

ବ୍ରହ୍ମପୁର ଭିଜିଲାନସ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏବଂ ଅନିଲ ମିଶ୍ର 

June 26, 2026

ଭାରତର ଡ୍ୟାମ ଉପରେ ଆକ୍ରମଣ କରିପାରିବ କି ପାକିସ୍ତାନ, ଜାଣନ୍ତୁ କ’ଣ କହିଲେ ପାକିସ୍ତାନୀ ବିଶେଷଜ୍ଞ?

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏବଂ ଅନିଲ ମିଶ୍ର 

June 26, 2026

ଭାରତର ଡ୍ୟାମ ଉପରେ ଆକ୍ରମଣ କରିପାରିବ କି ପାକିସ୍ତାନ, ଜାଣନ୍ତୁ କ’ଣ କହିଲେ ପାକିସ୍ତାନୀ ବିଶେଷଜ୍ଞ?

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.