Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିସିଲ୍ଡ ଟିକାକୁ ମାନବ ଶରୀରେ ପରୀକ୍ଷା ପାଇଁ ମିଳିଲା ଅନୁମତି
ଆଜିର ଖବର

କୋଭିସିଲ୍ଡ ଟିକାକୁ ମାନବ ଶରୀରେ ପରୀକ୍ଷା ପାଇଁ ମିଳିଲା ଅନୁମତି

January 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଅକ୍ସଫୋର୍ଡ ଆଷ୍ଟ୍ରାଜେନିକା ଦ୍ଵାରା ପ୍ରସ୍ତୁତ କୋଭିଡ଼ ଟିକା କୋଭିସିଲ୍ଡ ମାନବ ଶରୀରରେ ପ୍ରୟୋଗ ପାଇଁ ଅନୁମତି ମିଳିଛି। ଏହି ଟିକାକୁ ଭାରତର ପୁନେ ସେରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ କରାଯାଉଛି। ଆଜି ଡିସିଜିଆଇ ବୈଠକରେ ତର୍ଜମା ପରେ ଅନୁମତି ମିଳିଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଜରୁରୀକାଳୀନ ବ୍ୟାବହାର ପାଇଁ ସ୍ୱୀକୃତି ମିଳିଛି। ଏଥିପାଇଁ ସେରମ ଇନଷ୍ଟିଚ୍ୟୁଟ ୫ କୋଟି ଡୋଜ ପ୍ରସ୍ତୁତ କରିସାରିଥିବା ସୂଚନା ରହିଛି।

 

କୋଭିଡ଼ ଟିକା କୋଭିସିଲ୍ଡ ଡିସିଜିଆଇ ସେରମ ଇନଷ୍ଟିଚ୍ୟୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Latest News

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.