Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢୁଛି ଟିକେଟ ବଣ୍ଟନ ଅସନ୍ତୋଷ : ବିଜେପିରେ ଯୋଗଦେଲେ ଅର୍ଜୁନ୍‌ ଓ ମୋହନ, ଦଳ ଛାଡ଼ିଲେ ପରମାଣିକ
ଆଜିର ଖବର

ବଢୁଛି ଟିକେଟ ବଣ୍ଟନ ଅସନ୍ତୋଷ : ବିଜେପିରେ ଯୋଗଦେଲେ ଅର୍ଜୁନ୍‌ ଓ ମୋହନ, ଦଳ ଛାଡ଼ିଲେ ପରମାଣିକ

March 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
arjun sethi join in bjp
arjun sethi join in bjp

ଟିକେଟ ପାଇବାକୁ ନେଇ ବିଜେଡ଼ି ଦଳ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି। ଆଜି ସକାଳେ ଭଦ୍ରକ ସାଂସଦ ବିଜେଡ଼ି ଦଳ ଛାଡ଼ିଥିବାବେଳେ ବିଜେପି କାର୍ଯ୍ୟାଳୟରେ ଯୋଗଦେଇ ବିଧିବଦ୍ଧ ଭାବରେ ବିଜେପିରେ ସାମିଲ୍‌ ହୋଇଛନ୍ତି। ୮ ଥର ସାଂସଦ ରହିଥିବା ଅର୍ଜୁନ୍‌ ସେଠୀ ଏଥର ବିଜେଡ଼ି ତରଫରୁ ଟିକେଟ ପାଇନଥିବାବେଳେ ତାଙ୍କ ପୁତ୍ର ଅଭିମନ୍ୟୁଙ୍କୁ ପ୍ରାର୍ଥୀ କରିବା ପାଇଁ ଅନୁରୋଧ କରିଥିଲେ ବିଜେଡି ସୁପ୍ରିମୋଙ୍କୁ। କିନ୍ତୁ ତାଙ୍କ ପୁତ୍ରକୁ ଟିକେଟ୍‌ ମିଳିନଥିବାରୁ ସେ କ୍ଷୋଭ ପ୍ରକାଶ କରି ବିଜେଡ଼ି ଛାଡ଼ିଥିଲେ।  ତେବେ ଅର୍ଜୁନ୍‌ ଏବଂ ତାଙ୍କ ପୁତ୍ର ଅଭିମନ୍ୟୁ ଉଭୟ ବିଜେପିରେ ସାମିଲ୍‌ ହୋଇଛନ୍ତି। ଯାଜପୁରର ସାଂସଦ ମୋହନ ଜେନା ମଧ୍ୟ ଆଜି ବିଜେପିରେ ସାମିଲ୍‌ ହୋଇଛନ୍ତି। ରାଜ୍ୟ ବିଜେପିର ମିଶ୍ରଣ ପର୍ବରେ ବିଜେଡ଼ିର ଏହି ନେତାମାନେ ବିଜେପି ଦଳରେ ସାମିଲ୍‌  ହୋଇଛନ୍ତି। ସେହିପରି ଟିକେଟ ବଣ୍ଟନ ଅସନ୍ତୁଷ୍ଟ ହୋଇ ସୋରର ପୂର୍ବତନ ବିଧାୟକ ସୁରେନ୍ଦ୍ର ପରମାଣିକ ଆଜି ଦଳ ଛାଡ଼ିଛନ୍ତି। ସେ ୨୦୧୪ରେ  କଂଗ୍ରେସ ଛାଡ଼ି ବିଜେଡ଼ିକୁ ଆସିଥିଲେ। ସେ ତାଙ୍କ ଇସ୍ତଫା ପତ୍ର ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।

arjunsethi BJP joins thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Latest News

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.