
ନୂଆଦିଲ୍ଲୀ, ସଂପୂର୍ଣ୍ଣ ଦେଶୀୟ ଜ୍ଞାନକୌଶଳରେ ତିଆରି କରୋନା ଟୀକାକୁ ଶେଷରେ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆ ଅନୁମତି ପ୍ରଦାନ କରିଛନ୍ତି। ଏ ନେଇ ଡିସିଜିଆଇ ଭି.ଜି ସୋମାନୀ ଘୋଷଣା କରିଛନ୍ତି। ଏହି ଦୁଇଟି ଟୀକା ହେଲା କୋଭାକ୍ସିନ ଏବଂ କୋଭାସିଲ୍ଡ। ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ କୋଭିସିଲ୍ଡ ଏବଂ ଭାରତ ବୟୋଟେକ୍ର କୋଭାକ୍ସିନ ବାହାର କରିଛନ୍ତି। ଏହି ଦୁଇ ପ୍ରକାରର ଟୀକ ଲୋକଙ୍କୁ ଦୁଇଟି ଡୋଜ ଦିଆଯିବ।
Tags: Corona Vaccine, କରୋନା ଟୀକା