ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩ କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ବଲାଙ୍ଗିରିରୁ ଜଣେ ଆକ୍ରାନ୍ତ ଥିବା ବେଳେ, ଗଞ୍ଜାମରୁ ଜଣେ ଏବଂ ସୁନ୍ଦରଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ମୃତ୍ୟୁ
ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନରDecember 19, 2025