Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାପ୍ତି ଗଙ୍ଗା ଏକ୍ସପ୍ରେସର ୧୦ ବଗି ଲାଇନଚ୍ୟୁତ, ୪ ଗୁରୁତର
ଆଜିର ଖବର

ତାପ୍ତି ଗଙ୍ଗା ଏକ୍ସପ୍ରେସର ୧୦ ବଗି ଲାଇନଚ୍ୟୁତ, ୪ ଗୁରୁତର

March 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
tapti ganga express accident in chhapra
tapti ganga express accident in chhapra

ବିହାରର ସରଣ ଜିଲ୍ଲା ଛପରାରର ଗୌତମସ୍ଥାନ ନିକଟରେ ଆଜି ଏକ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୧୯୦୪୬ ଛପରା-ସୁରତ ତପ୍ତିଗଙ୍ଗା ଏକ୍ସପ୍ରେସର ୧୩ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସକାଳ ୯ଟା ୪୫ରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ରେଳ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି। ଦୁର୍ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ।

accident thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Latest News

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.