Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

 କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ

January 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୬୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୭୪ ହଜାର ୯୩୨ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୧୧୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୯୭ ହଜାର ୨୭୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୭ ହଜାର ୫୪୬ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026
Latest News

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.