Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲା ବିଷାକ୍ତ ଗ୍ୟାସ ଲିକ୍ ଘଟଣା: ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି
ଆଜିର ଖବର

ରାଉରକେଲା ବିଷାକ୍ତ ଗ୍ୟାସ ଲିକ୍ ଘଟଣା: ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

January 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହୋଇ ୪ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ପୂର୍ବରୁ ଦୁଇ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏନେଇ ଆରଏସପି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳ ପ୍ରାୟ ୯ଟା ବେଳେ ଆରଏସପିର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ କର୍ମଚାରୀ କାର୍ଯ୍ୟରତ ଥିବା ବେଳେ ଗ୍ୟାସ୍ ଲିକ୍ ହୋଇଥିଲା। ଖବର ପାଇ ପ୍ଲାଣ୍ଟର ଅଗ୍ନିଶମ କର୍ମଚାରୀ ପହଞ୍ଚି ଅସୁସ୍ଥ ୧୦ ଜଣଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ପ୍ରଥମେ ପ୍ଲାଣ୍ଟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଆଇଜିଏଚରେ ଭର୍ତ୍ତି କରାଯାଇଥିଲା। ସେଠାରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୬ ଜଣ ସୁସ୍ଥ ଥିବା ଜଣାପଡ଼ିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026
Latest News

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.