Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

January 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୪ ଜଣ ଚିହ୍ନଟ ହୋଇଥିବାବେଳେ ୯୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୦୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୧୮ ଜଣ, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୪, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝରରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନବରଙ୍ଗପୁରରୁ ୧, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ବାରେଣ୍ଟିନ୍‌ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.