Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ବିଧାନସଭା ନିର୍ବାଚନ ଲାଗି ପର୍ଯ୍ୟବେକ୍ଷକ ନିଯୁକ୍ତ
ଆଜିର ଖବର

କଂଗ୍ରେସ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ବିଧାନସଭା ନିର୍ବାଚନ ଲାଗି ପର୍ଯ୍ୟବେକ୍ଷକ ନିଯୁକ୍ତ

January 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଉ କିଛି ମାସ ପରେ ୫ ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ତାହାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ତେବେ କଂଗ୍ରେସ ଏହି ୫ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଲାଗି ନିର୍ବାଚନ ପର୍ଯ୍ଯବେକ୍ଷକ ତାଲିକା ଘୋଷଣା କରିଛି।

ନିର୍ବାଚନ ଅଭିଯାନ ପରିଚାଳନା ଓ ସମନ୍ୱୟ ଲାଗି ଅନେକ ବରିଷ୍ଠ ରାଜନୀତିଜ୍ଞଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଥିବା ଓ ସେମାନେ ରାଜ୍ୟ ପ୍ରଭାରୀଙ୍କ ସହ ସମନ୍ୱୟ ରକ୍ଷା କରି କାମ କରିବେ ବୋଲି ଏହି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।

ନିର୍ବାଚନ ପର୍ଯ୍ୟବେକ୍ଷକ ହେଲେ:

୧-ଆସାମ: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ବରିଷ୍ଠ ନେତା ମୁକୁଲ ୱାସିନିକ ଓ ସକିଲ ଅହମ୍ମଦ ଖାନ

୨-କେରଳ: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋତ, ବରିଷ୍ଠ ନେତା ଲୁଇଜିନୋ ଫ୍ଲେରିଓ ଏବଂ ଜି.ପରମେଶ୍ୱର

୩-ପଶ୍ଚିମବଙ୍ଗ: ବରିଷ୍ଠ ନେତା ବି.କେ. ହରିପ୍ରସାଦ, ପଞ୍ଜାବ ରାଜ୍ୟ ସରକାରଙ୍କ ମନ୍ତ୍ରୀ ବିଜୟ ଇନ୍ଦର ସିଂଘଲା ଓ ଝାଡ଼ଖଣ୍ଡ ସରକାରଙ୍କ ମନ୍ତ୍ରୀ ଆଲମଗୀର ଆଲମ

୪-ତାମିଲନାଡୁ ଓ ପୁଡୁଚେରୀ: ବରିଷ୍ଠ କଂଗ୍ରେସ ନେତା ବୀରପ୍ପା ମୋଇଲୀ, ଏମ.ଏମ. ପଲ୍ଲମ ରାଜୁ ଓ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ନିତୀନ ରାଉତ।

ଆସାମ କଂଗ୍ରେସ କେରଳ ତାମିଲନାଡୁ ପର୍ଯ୍ୟବେକ୍ଷକ ପଶ୍ଚିମବଙ୍ଗ ପୁଡୁଚେରୀ ବିଧାନସଭା ନିର୍ବାଚନ ରାଜ୍ୟ ଓ କେନ୍ଦ୍ରଶାସିତ
Share. Facebook Twitter LinkedIn Email WhatsApp Copy Link

Related Posts

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026

ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ

June 25, 2026

୬ ହଜାର କୋଟି ମୂଲ୍ୟର ନିଶାଦ୍ରବ୍ୟ ଧ୍ୱଂସ ପାଇଁ ପାକ୍ଷିକ ଅଭିଯାନର ଶୁଭାରମ୍ଭ କରିବେ ଅମିତ ଶାହ

June 25, 2026

ପୁରୀ ଶ୍ରୀମନ୍ଦିରରେ ଆଜି ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅପୂର୍ବ ସଙ୍ଗମ: ପବିତ୍ର ରୁକ୍ମିଣୀ–କୃଷ୍ଣ ବିବାହ ନୀତି

June 25, 2026
Latest News

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026

ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ

June 25, 2026

୬ ହଜାର କୋଟି ମୂଲ୍ୟର ନିଶାଦ୍ରବ୍ୟ ଧ୍ୱଂସ ପାଇଁ ପାକ୍ଷିକ ଅଭିଯାନର ଶୁଭାରମ୍ଭ କରିବେ ଅମିତ ଶାହ

June 25, 2026

ପୁରୀ ଶ୍ରୀମନ୍ଦିରରେ ଆଜି ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅପୂର୍ବ ସଙ୍ଗମ: ପବିତ୍ର ରୁକ୍ମିଣୀ–କୃଷ୍ଣ ବିବାହ ନୀତି

June 25, 2026

ଭେନେଜୁଏଲାରେ ଦୁଇ ଶକ୍ତିଶାଳୀ ଭୂମିକମ୍ପ, କାରାକାସରେ ଭୟଙ୍କର କ୍ଷୟକ୍ଷତି

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.