Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପକ୍ଷୀ ଗଣନା: ବ୍ରହ୍ମପୁର ଡ଼ିଭିଜନରେ ୯୫ ପ୍ରଜାତିର ୨୪୨୯୮ଟି ପକ୍ଷୀ
ଆଜିର ଖବର

ପକ୍ଷୀ ଗଣନା: ବ୍ରହ୍ମପୁର ଡ଼ିଭିଜନରେ ୯୫ ପ୍ରଜାତିର ୨୪୨୯୮ଟି ପକ୍ଷୀ

January 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ୨୦୨୦ ଏବଂ ୨୧ ମସିହା ପାଇଁ ବ୍ରହ୍ମପୁର ଫରେଷ୍ଟ ରେଞ୍ଜ ଅଂଚଳରେ ପକ୍ଷୀଗଣନା କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ଗତକିଛି ଦିନ ହେଲା ଏହି ରେଞ୍ଜ ଅଂଚଳର ୪୨ଟି ସ୍ଥାନରେ ପକ୍ଷୀ ଗଣନା କାର୍ଯ୍ୟ ଚାଲୁ ରହିଥିଲା। ଏହି ରେଞ୍ଜରେ ୯୫ ପ୍ରଜାତିର ସମୁଦାୟ ୨୪ହଜାର ୨୯୮ଟି ପକ୍ଷୀ ରହିଥିବା ଜଣାପଡ଼ିଛି। ମୁଖ୍ୟତଃ ବାହୁଦା ବେକ୍‌ୱାଟର ଅଂଚଳରେ ଅଧିକ ପରିମାଣରେ ପକ୍ଷୀ ରହିଛନ୍ତି। ଉକ୍ତ ସ୍ଥାନରେ ୪୨ଟି ପଂଜାତିର ୭୯୮୨ଟି ପକ୍ଷୀ ଅଛନ୍ତି। ୨୦୧୯-୨୦ ବର୍ଷରେ ସମୁଦାୟ ୩୮ଟି ଅଂଚଳରେ ପକ୍ଷୀ ଗଣନା କରାଯାଇଥିବାବେଳେ ୭୨ଟି ପ୍ରଜାତିର ୧୨୩୩୨ଟି ପକ୍ଷୀ ରହିଥିଲେ। ଗତବର୍ଷ ତୁଳନାରେ ଚଳିତବର୍ଷ ସମୁଦାୟ ୧୧୯୬୬ଟି ପକ୍ଷୀଙ୍କ ସଂଖ୍ୟା ବଢ଼ିଥିବା ବ୍ରହ୍ମପୁର ଏସିଏଫ୍ ସୂଚନା ଦେଇଛନ୍ତି।

ପକ୍ଷୀ ଗଣନା ବ୍ରହ୍ମପୁର ଡ଼ିଭିଜନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.